Psalms 59:3 — Compare Translations
5 translations compared side by side
Odia - 1840
"ଦେଖ, ଲୋକମାନେ ମାେତେ ହତ୍ଯା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମାେତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ଲୋକମାନେ ମୋତେ ହତ୍ୟା କରିବାକୁ ଅପେକ୍ଷା କରି ଲୁଚି ବସିଛନ୍ତି। ବଳବାନ ଲୋକମାନେ ମୋତେ ଆକ୍ରମଣ କରିବାକୁ ପ୍ରସ୍ତୁତ କିନ୍ତୁ ସଦାପ୍ରଭୁ, ମୁଁ ପାପ କରି ନାହିଁ କିମ୍ବା ଅପରାଧ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ସେମାନେ ମୋʼ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋʼ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୋ, ମୋହର ଅପରାଧ କିଅବା ମୋʼ ପାପ ସକାଶୁ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ।