Psalms 59:4 — Compare Translations
5 translations compared side by side
Odia - 1840
"ମୁଁ କୌଣସି ଦୋଷ କରି ନାହିଁ। କିନ୍ତୁ ସମାନେେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି। ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ କୌଣସି ଦୋଷ କରି ନାହିଁ। କିନ୍ତୁ ସେମାନେ ଆକ୍ରମଣ ପାଇଁ ଦଉଡ଼ି ଆସୁଛନ୍ତି। ହେ ସଦାପ୍ରଭୁ, ଏହା ତୁମ୍ଭେ ନିଜେ ଦେଖ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
Odia IRV 2017 (ଓଡିଆ ବାଇବେଲ)
ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।