Psalms 59:5 — Compare Translations
5 translations compared side by side
Odia - 1840
"ତୁମ୍ଭେ ହେଉଛ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର! ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ। ସହେି ଦୁଷ୍ଟ ବିଶ୍ବାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ହେଉଛ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର! ଜାଗି ଉଠ ଓ ଅନ୍ୟ ସମସ୍ତ ରାଷ୍ଟ୍ରଗୁଡ଼ିକୁ ଦଣ୍ଡ ଦିଅ। ସେହି ଦୁଷ୍ଟ ବିଶ୍ୱାସୀ ଘାତକମାନଙ୍କୁ କୌଣସି ଦୟା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। [ସେଲା]