Psalms 59:6 — Compare Translations

5 translations compared side by side

Odia - 1840
"ସହେି ଦୁଷ୍ଟ ଲୋକମାନେ କୁକୁର ପରି। ସମାନେେ ସନ୍ଧ୍ଯା ବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତଣେେ ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶଦ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟ ଲୋକମାନେ କୁକୁର ପରି। ସେମାନେ ସନ୍ଧ୍ୟାବେଳେ ନଗରୀରେ ପଶି ଭୁକନ୍ତି ଓ ଏଣେ ତେଣେ ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସନ୍ଧ୍ୟାକାଳେ ଫେରିଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।