Psalms 59:7 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମାନଙ୍କେ ଧମକ ଓ ଅପମାନକୁ ଶୁଣ। ସମାନେେ ଭାବନ୍ତି ସମାନଙ୍କେୁ କହେି ଶୁଣନ୍ତି ନାହିଁ। ୟେ ହତେୁ ସମାନେେ ଖରାପ କଥା କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍ଗ ଥାଏ; କାରଣ କିଏ ଶୁଣିବ? ଏହା ସେମାନେ କହନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କ ଧମକ ଓ ଅପମାନକୁ ଶୁଣ। ସେମାନେ ଭାବନ୍ତି ସେମାନଙ୍କୁ କେହି ଶୁଣନ୍ତି ନାହିଁ। ଯେହେତୁ ସେମାନେ ଖରାପ କଥା କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”
Odia IRV 2017 (ଓଡିଆ ବାଇବେଲ)
ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ?