Psalms 59:8 — Compare Translations

5 translations compared side by side

Odia - 1840
"କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେୁ ପରିହାସ କର। ତୁମ୍ଭେ ସହେି ସମସ୍ତ ଦେଶକୁ ବିଦ୍ରୁପ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କୁ ପରିହାସ କର। ତୁମ୍ଭେ ସେହି ସମସ୍ତ ଦେଶକୁ ବିଦ୍ରୂପ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।