Psalms 59:9 — Compare Translations

5 translations compared side by side

Odia - 1840
"ହେ ମାରେ ଶକ୍ତି! ମୁଁ ତୁମ୍ଭପାଇଁ ଅପେକ୍ଷା କରିଛି। ହେ ପରମେଶ୍ବର, ତୁମ୍ଭେ ମାରେ ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ବଳ ସ୍ଵରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ଵର ମୋହର ଉଚ୍ଚ ଦୁର୍ଗ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ଶକ୍ତି! ମୁଁ ତୁମ୍ଭ ପାଇଁ ଅପେକ୍ଷା କରିଛି। ହେ ପରମେଶ୍ୱର, ତୁମ୍ଭେ ମୋର ଉଚ୍ଚ ପର୍ବତରେ ଥିବା ନିରାପଦର ସ୍ଥାନ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।