Psalms 6:1 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ କୋର୍ଧିତ ହାଇେ ମାେତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହାଇେ ମାେତେ ଦଣ୍ଡ ଦିଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ତ ବିରକ୍ତିରେ ମୋତେ ଶାସନ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ଉଦ୍ଦେଶ୍ୟରେ ତାରଯୁକ୍ତ ଯନ୍ତ୍ରରେ ଶିମିନୀତ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୁ, ତୁମ୍ଭେ କ୍ରୋଧିତ ହୋଇ ମୋତେ ଦଣ୍ଡିତ କର ନାହିଁ। ତୁମ୍ଭେ ବିରକ୍ତ ହୋଇ ମୋତେ ଦଣ୍ଡ ଦିଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ।