Psalms 6:10 — Compare Translations
5 translations compared side by side
Odia - 1840
"ମାରେ ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ଯାକୁଳ ହବେେ। ଓ ସମାନେେ ସମନ୍ତେ ଲଜ୍ଜିତ ହାଇେ ଏ ସ୍ଥାନ ପରିତ୍ଯାଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟ; ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସମସ୍ତ ଶତ୍ରୁମାନେ ଲଜ୍ଜିତ ଓ ବ୍ୟାକୁଳ ହେବେ। ଓ ସେମାନେ ସମସ୍ତେ ଲଜ୍ଜିତ ହୋଇ ଏ ସ୍ଥାନ ପରିତ୍ୟାଗ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍ ଲଜ୍ଜିତ ହେବେ।