Psalms 6:2 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ମାେ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମାେତେ ସୁସ୍ଥ କର କାରଣ ମାରେ ଅସ୍ଥିସବୁ କମ୍ପିତ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋର ଅସ୍ଥିସବୁ ବ୍ୟାକୁଳ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର। ମୁଁ ରୁଗ୍ଣ ଓ ଦୁର୍ବଳ। ମୋତେ ସୁସ୍ଥ କର କାରଣ ମୋର ଅସ୍ଥିସବୁ କମ୍ପିତ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୋ, ମୋତେ ସୁସ୍ଥ କର; କାରଣ ମୋʼ ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।