Psalms 6:3 — Compare Translations
5 translations compared side by side
Odia - 1840
"ମାରେ ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମାେତେ ସୁସ୍ଥ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପ୍ରାଣ ମଧ୍ୟ ଅତ୍ୟ; ବ୍ୟାକୁଳ ହେଉଅଛି; ପୁଣି ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
Odia Bible ERV 2004 (ପବିତ୍ର ବାଇବଲ)
ମୋର ସମଗ୍ର ଶରୀର କମ୍ପୁଅଛି। ହେ ସଦାପ୍ରଭୁ, ଆଉ କେତେ କାଳ ପରେ ତୁମ୍ଭେ ମୋତେ ସୁସ୍ଥ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୋ, ଆଉ କେତେ କାଳ?
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ?