Psalms 6:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଫରେିଆସ ଓ ମାେତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ଯନ୍ତ କରୁଣାରେ ମାେତେ ଉଦ୍ଧାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଫେରି ଆସ ଓ ମୋତେ ପୁନର୍ବାର ଅଧିକ ବଳଶାଳୀ କର। ତୁମ୍ଭେ ଅତ୍ୟନ୍ତ କରୁଣାରେ ମୋତେ ଉଦ୍ଧାର କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଫେର, ମୋʼ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।