Psalms 6:5 — Compare Translations
5 translations compared side by side
Odia - 1840
"ମୃତ ଲୋକମାନେ ତୁମ୍ଭକୁ ସମାନଙ୍କେର କବରରେ କବେେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମାେତେ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?
Odia Bible ERV 2004 (ପବିତ୍ର ବାଇବଲ)
ମୃତ ଲୋକମାନେ ତୁମ୍ଭକୁ ସେମାନଙ୍କର କବରରେ କେବେ ମନେ ପକାନ୍ତି ନାହିଁ। ମୃତମାନେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସେଥିପାଇଁ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?
Odia IRV 2017 (ଓଡିଆ ବାଇବେଲ)
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ?