Psalms 6:7 — Compare Translations
5 translations compared side by side
Odia - 1840
"ମାରେ ଶତ୍ରୁମାନେ ମାେତେ ବହୁତ ଦୁଃଖ ଦଇେଛନ୍ତି, ୟାହାକି ମାେତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମାରେ ଚକ୍ଷୁଦ୍ବଯ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଶତ୍ରୁମାନେ ମୋତେ ବହୁତ ଦୁଃଖ ଦେଇଛନ୍ତି, ଯାହାକି ମୋତେ ବହୁତ ଦୁଃଖୀ କରିଛି। ବର୍ତ୍ତମାନ ମୋର ଚକ୍ଷୁଦ୍ୱୟ ବହୁତ କ୍ରନ୍ଦନ କରିଥିବା ଯୋଗୁଁ କ୍ଷୀଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
Odia IRV 2017 (ଓଡିଆ ବାଇବେଲ)
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।