Psalms 6:8 — Compare Translations

5 translations compared side by side

Odia - 1840
"ହେ ଅଧର୍ମୀ ଲୋକସବୁ, ମାେ ନିକଟରୁ ଦୂର ହାଇୟୋଅ। କାରଣ ସଦାପ୍ରଭୁ ମାରେ କ୍ରନ୍ଦନ ଶୁଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଅଧର୍ମୀ ଲୋକସବୁ, ମୋ’ ନିକଟରୁ ଦୂର ହୋଇଯାଅ। କାରଣ ସଦାପ୍ରଭୁ ମୋର କ୍ରନ୍ଦନ ଶୁଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋʼ ରୋଦନର ରବ ଶୁଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି।