Psalms 6:9 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାରେ ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମାରେ ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମାରେ ପ୍ରାର୍ଥନାର ଉତ୍ତର ମଧ୍ଯ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋର ପ୍ରାର୍ଥନା ଶୁଣିଛନ୍ତି। ସଦାପ୍ରଭୁ ମୋର ପ୍ରାର୍ଥନାକୁ ଗ୍ରହଣ କରିଛନ୍ତି ଓ ମୋର ପ୍ରାର୍ଥନାର ଉତ୍ତର ମଧ୍ୟ ଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।