Psalms 60:1 — Compare Translations
5 translations compared side by side
Odia - 1840
"ପରମେଶ୍ବର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ଯାଖ୍ଯାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ଵରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ-ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ । ହେ ପରମେଶ୍ଵର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ “ଶୂଷନ୍-ଏଦୁତ୍” ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍। ଅରାମନହରିୟମ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ 12,000 ଲୋକଙ୍କୁ ବଧ କରିବା ସମୟରେ ରଚିତ। ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପ୍ରତ୍ୟାଖ୍ୟାନ କରି ପରାଜିତ କରିଅଛ। ତୁମ୍ଭେ ଆମ୍ଭମାନଙ୍କ ସହିତ ରାଗିଛ। କିନ୍ତୁ ଦୟାକରି ତୁମ୍ଭେ ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।