Psalms 60:10 — Compare Translations

4 translations compared side by side

Odia - 1840
"କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ଯାଖ୍ଯାନ କରିଛ। ପରମେଶ୍ବର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ୟାଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପରମେଶ୍ଵର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।