Psalms 60:12 — Compare Translations
5 translations compared side by side
Odia - 1840
"ପରମେଶ୍ବର ହିଁ ଆମ୍ଭକୁ ଶକ୍ତିଶାଳୀ କରିପାରିବେ। କବଳେ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଦ୍ଵାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ହିଁ ଆମ୍ଭକୁ ଶକ୍ତିଶାଳୀ କରି ପାରିବେ। କେବଳ ସେ ଆମ୍ଭର ଶତ୍ରୁମାନଙ୍କୁ ପଦଦଳନ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।