Psalms 60:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ। ଏହାର ଫାଟକକୁ ମରାମତି କର, କାରଣ ଏହାର ପତନ ହେଉଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଧରଣୀକୁ କମ୍ପିତ କରିଅଛ ଏବଂ ତାକୁ ଦୁଇ ଭାଗରେ ବିଦୀର୍ଣ୍ଣ କରିଛ। ଏହାର ଫାଟକକୁ ମରାମତି କର, କାରଣ ଏହାର ପତନ ହେଉଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳଟଳ ହେଉଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।