Psalms 60:3 — Compare Translations
5 translations compared side by side
Odia - 1840
"ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ଯା ଦଇେଛ। ଆମ୍ଭେ ମଦ୍ଯପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଲୋକମାନଙ୍କୁ ବହୁତ ସମସ୍ୟା ଦେଇଛ। ଆମ୍ଭେ ମଦ୍ୟପ ପରି ଟଳମଳ ହେଉଛୁ ଓ ପଡ଼ୁଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।