Psalms 60:4 — Compare Translations
5 translations compared side by side
Odia - 1840
"ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ। ୟାହାଫଳରେ ସମାନେେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭକୁ ଉପାସନା କରୁଥିବା ଲୋକଙ୍କୁ ତୁମ୍ଭେ ସତର୍କ କରିବା ପାଇଁ ପତାକା ଉଠାଇଲ। ଯାହା ଫଳରେ ସେମାନେ ନିଜକୁ ତାଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। [ସେଲା]