Psalms 60:5 — Compare Translations

5 translations compared side by side

Odia - 1840
"ୟପରେି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମାରେ ପ୍ରାର୍ଥନାର ଉତ୍ତର ଦିଅ। ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ତୁମ୍ଭର ମହାଶକ୍ତି ବଳରେ ଆମ୍ଭକୁ ଉଦ୍ଧାର କର! ମୋର ପ୍ରାର୍ଥନାର ଉତ୍ତର ଦିଅ। ତୁମ୍ଭେ ଶ୍ରଦ୍ଧା କରୁଥିବା ଆପଣାର ଲୋକଙ୍କୁ ରକ୍ଷାକର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।