Psalms 60:6 — Compare Translations

5 translations compared side by side

Odia - 1840
"ପରମେଶ୍ବର ତାଙ୍କ ମନ୍ଦିରରେ କହିଲେ, ମୁଁ ୟୁଦ୍ଧରେ ଜିତିବି ଏବଂ ଜଯଲାଭ ବିଷଯରେ ବହୁତ ଖୁସି ହବେି। ତା'ପରେ ମୁଁ ଏହି ଭୂମିକୁ ମାରେ ଲୋକମାନଙ୍କ ମଧ୍ୟରେ ବାଣ୍ଟିଦବେି। ମୁଁ ଶିଖିମ ଓ ସୁକ୍କୋଥ ଉପତ୍ୟକାକୁ ସମାନଙ୍କେୁ ଦଇଦେବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଆପଣା ପବିତ୍ରତାରେ କହିଅଛନ୍ତି; ଆମ୍ଭେ ଉଲ୍ଲାସ କରିବା; ଗୀତ. ୮୯:୩୫ ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କ ମନ୍ଦିରରେ କହିଲେ, “ମୁଁ ଯୁଦ୍ଧରେ ଜିତିବି ଏବଂ ଜୟଲାଭ ବିଷୟରେ ବହୁତ ଖୁସୀ ହେବି। ତା’ପରେ ମୁଁ ଏହି ଭୂମିକୁ ମୋର ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବି। ମୁଁ ଶିଖିମ ଓ ସୁ‌କ୍‌କୋତ ଉପତ୍ୟକାକୁ ସେମାନଙ୍କୁ ଦେଇଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍‍କୋତ ଉପତ୍ୟକାକୁ ମାପିବା।