Psalms 60:7 — Compare Translations

5 translations compared side by side

Odia - 1840
"ଗିଲିଯଦ ଓ ମନଃଶି ମାରେ ହବେେ। ଇଫ୍ରଯିମ ମାରେ ଶିରସ୍ତ୍ରାଣ ହବେ। ଯିହୁଦା ମାରେ ରାଜଦଣ୍ଡ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଗିଲିୟଦ ଓ ମନଃଶି ମୋର ହେବେ। ଇଫ୍ରୟିମ ମୋର ଶିରସ୍ତ୍ରାଣ ହେବ। ଯିହୁଦା ମୋର ରାଜଦଣ୍ଡ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
Odia IRV 2017 (ଓଡିଆ ବାଇବେଲ)
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।