Psalms 60:8 — Compare Translations
5 translations compared side by side
Odia - 1840
"ମାୟୋବ ମାରେ ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର। ଇଦୋମ ମାରେ ପାଦୁକା ବହନ କରିବ। ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି। ତୁମ୍ଭେ ବିଜଯ ସକାଶେ ଜଯଧ୍ବନି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ଵନି କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବ ମୋର ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର। ଇଦୋମ ମୋର ପାଦୁକା ବହନ କରିବ। ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି। ତୁମ୍ଭେ ବିଜୟ ସକାଶେ ଜୟଧ୍ୱନି କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚଧ୍ୱନି କର।”
Odia IRV 2017 (ଓଡିଆ ବାଇବେଲ)
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର।