Psalms 60:9 — Compare Translations
5 translations compared side by side
Odia - 1840
"କିଏ ମାେତେ ସହେି ଦୃଢ଼ ନଗର ଭିତରକୁ ଆଣିବ? କିଏ ମାେତେ ଇଦୋମ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଆଗଇେ ନବେ? ପରମେଶ୍ବର, ତୁମ୍ଭେ ନୁହଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ପର୍ଯ୍ୟନ୍ତ କଢ଼ାଇ ଆଣିଅଛି?
Odia Bible ERV 2004 (ପବିତ୍ର ବାଇବଲ)
କିଏ ମୋତେ ସେହି ଦୃଢ଼ ନଗର ଭିତରକୁ ଆଣିବ? କିଏ ମୋତେ ଇଦୋମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆଗେଇ ନେବ? ପରମେଶ୍ୱର, ତୁମ୍ଭେ ନୁହଁ କି? କିନ୍ତୁ ତୁମ୍ଭେ ଆମ୍ଭକୁ ପ୍ରତ୍ୟାଖ୍ୟାନ କରିଛ। ପରମେଶ୍ୱର, ତୁମ୍ଭେ ଆଉ ଦିନ ତମାମ ଆମ୍ଭର ଶତ୍ରୁମାନଙ୍କ ସହିତ ଯାଅ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?
Odia IRV 2017 (ଓଡିଆ ବାଇବେଲ)
କିଏ ମୋତେ ଦୃଢ଼ ନଗରକୁ ଆଣିବ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ?”