Psalms 61:1 — Compare Translations
5 translations compared side by side
Odia - 1840
"ପରମେଶ୍ବର, ସାହାୟ୍ଯ ପାଇଁ ମାରେ କ୍ରନ୍ଦନ ଶୁଣ। ମାରେ ପ୍ରାର୍ଥନାରେ ମନୋୟୋଗ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ । ହେ ପରମେଶ୍ଵର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଏକ ଗୀତ। ପରମେଶ୍ୱର, ସାହାଯ୍ୟ ପାଇଁ ମୋର କ୍ରନ୍ଦନ ଶୁଣ। ମୋର ପ୍ରାର୍ଥନାରେ ମନୋଯୋଗ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋʼ ପ୍ରାର୍ଥନାରେ ମନୋଯୋଗ କର।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; ମୋ’ ପ୍ରାର୍ଥନାରେ ମନୋଯୋଗ କର।