Psalms 61:2 — Compare Translations
5 translations compared side by side
Odia - 1840
"ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଯେତେବେଳେ ଭୟଭୀତ ହୁଏ, ପୃଥିବୀର ଶେଷ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମୋତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନେଇଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
Odia IRV 2017 (ଓଡିଆ ବାଇବେଲ)
ମୋ’ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।