Psalms 61:3 — Compare Translations
5 translations compared side by side
Odia - 1840
"ତୁମ୍ଭେ ମାରେ ନିରାପଦ ଆଶ୍ରଯସ୍ଥଳୀ! ମାରେ ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମାରେ ଉଚ୍ଚ ଦୁର୍ଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ଵରୂପ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋର ନିରାପଦ ଆଶ୍ରୟସ୍ଥଳୀ! ମୋର ଶତ୍ରୁମାନଙ୍କ କବଳରୁ ରକ୍ଷା କରୁଥିବା ତୁମ୍ଭେ ହିଁ ମୋର ଉଚ୍ଚ ଦୁର୍ଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।