Psalms 61:4 — Compare Translations

5 translations compared side by side

Odia - 1840
"ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଚା ହେଁ। ମୁଁ ତୁମ୍ଭ ପକ୍ଷର ଛାଯାରେ ଆଶ୍ରଯ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ସଦାକାଳ ତୁମ୍ଭ ତମ୍ଵୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଚିରଦିନ ତୁମ୍ଭ ତମ୍ବୁରେ ବାସ କରିବାକୁ ଗ୍ଭହେଁ। ମୁଁ ତୁମ୍ଭ ପକ୍ଷର ଛାୟାରେ ଆଶ୍ରୟ ନେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
Odia IRV 2017 (ଓଡିଆ ବାଇବେଲ)
ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।