Psalms 61:5 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ'ଣ ଦବୋପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସମାନଙ୍କେୁ ସର୍ବଦା ତୁମ୍ଭେ ୟାହା ଦିଅ, ତାହା ତୁମ୍ଭେ ମାେତେ ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ପରମେଶ୍ଵର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପରମେଶ୍ୱର, ତୁମ୍ଭେ ଶୁଣିଛ ମୁଁ ତୁମ୍ଭକୁ କ’ଣ ଦେବା ପାଇଁ ପ୍ରତିଜ୍ଞା କରିଛି। ଯେଉଁମାନେ ତୁମ୍ଭକୁ ସମ୍ମାନ କରନ୍ତି, ସେମାନଙ୍କୁ ସର୍ବଦା ତୁମ୍ଭେ ଯାହା ଦିଅ, ତାହା ତୁମ୍ଭେ ମୋତେ ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।