Psalms 61:7 — Compare Translations
5 translations compared side by side
Odia - 1840
"ସେ ପରମେଶ୍ବରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ଯତା ଓ ସ୍ନହପେୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାକାଳ ପରମେଶ୍ଵରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପରମେଶ୍ୱରଙ୍କ ଆଶୀର୍ବାଦରେ ଚିରଦିନ ବାସ କରିବେ। ଆପଣାର ସତ୍ୟତା ଓ ସ୍ନେହପୂର୍ଣ୍ଣ କରୁଣାନୁସାରେ ତାଙ୍କୁ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।
Odia IRV 2017 (ଓଡିଆ ବାଇବେଲ)
ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।