Psalms 61:8 — Compare Translations
5 translations compared side by side
Odia - 1840
"ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରେତ୍ୟକକ ଦିନ, ମୁଁ ମାରେ ପ୍ରତିଜ୍ଞା ପାଳନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ସର୍ବଦା ତୁମ୍ଭ ନାମର ପ୍ରଶଂସା ଗାନ କରିବି ଓ ପ୍ରତ୍ୟେକ ଦିନ, ମୁଁ ମୋର ପ୍ରତିଜ୍ଞା ପାଳନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।