Psalms 62:1 — Compare Translations
5 translations compared side by side
Odia - 1840
"ହଁ, ମାରେ ହୃଦଯ ଶାନ୍ତ ଭାବରେ ପରମେଶ୍ବରଙ୍କ ଅପେକ୍ଷା କରେ। ମାରେ ପରିତ୍ରାଣ ତାଙ୍କଠାରୁ ଅଲଗା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ । ମୋହର ପ୍ରାଣ କେବଳ ପରମେଶ୍ଵରଙ୍କର ଅପେକ୍ଷା କରଇ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସଇ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନ ବାଦ୍ୟକର ପାଇଁ ଯିଦୁଥୂନର ରୀତିନୁସାରେ ଦାଉଦଙ୍କର ଗୀତ। ହଁ, ମୋର ହୃଦୟ ଶାନ୍ତ ଭାବରେ ପରମେଶ୍ୱରଙ୍କ ଅପେକ୍ଷା କରେ। ମୋର ପରିତ୍ରାଣ ତାଙ୍କଠାରୁ ଆସେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
Odia IRV 2017 (ଓଡିଆ ବାଇବେଲ)
ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।