Psalms 62:11 — Compare Translations

5 translations compared side by side

Odia - 1840
"ପରମେଶ୍ବର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି: ପରମେଶ୍ବର ବଳବାନ୍ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ଵରଙ୍କର ଅଟଇ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଏହା କହିଛନ୍ତି, ଏବଂ ମୁଁ ଏକରୁ ବହୁତ ଥର ଶୁଣିଛି: “ପରମେଶ୍ୱର ବଳବାନ୍ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।