Psalms 62:12 — Compare Translations
5 translations compared side by side
Odia - 1840
"ହେ ମାରେ ପ୍ରଭୁ, ତୁମ୍ଭର ପ୍ରମେ ହିଁ ପ୍ରକୃତ। ତୁମ୍ଭେ ପ୍ରେତ୍ୟକକ ମନୁଷ୍ଯକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପ୍ରଭୁ, ତୁମ୍ଭର ପ୍ରେମ ହିଁ ପ୍ରକୃତ। ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାଙ୍କର ନିଜର କର୍ମାନୁସାରେ ଫଳ ଦେଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ହେ ପ୍ରଭୋ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।