Psalms 62:2 — Compare Translations
5 translations compared side by side
Odia - 1840
"ହଁ, ପରମେଶ୍ବର ମାରେ ଶୈଳ ୟିଏ ମାେତେ ନିରାପଦ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ପରମେଶ୍ୱର ମୋର ଶୈଳ ଯିଏ ମୋତେ ନିରାପଦ ରଖନ୍ତି। ପରମେଶ୍ୱର ହେଉଛନ୍ତି ଉଚ୍ଚ ପର୍ବତରେ ଥିବା ମୋର ଦୁର୍ଗ। ମୁଁ ଧ୍ୱଂସରୁ ନିରାପଦ ରହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
Odia IRV 2017 (ଓଡିଆ ବାଇବେଲ)
କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।