Psalms 62:3 — Compare Translations
5 translations compared side by side
Odia - 1840
"କେତକୋଳ ପର୍ୟ୍ଯନ୍ତ ତୁମ୍ଭମାନେେ ମାେତେ ଆକ୍ରମଣ କରିବ ଓ ହତ୍ଯା କରିବାକୁ ଚେଷ୍ଟା କରିବ? ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ଯ। ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
Odia Bible ERV 2004 (ପବିତ୍ର ବାଇବଲ)
କେତେକାଳ ପର୍ଯ୍ୟନ୍ତ ତୁମ୍ଭେମାନେ ମୋତେ ଆକ୍ରମଣ କରିବ ଓ ହତ୍ୟା କରିବାକୁ ଚେଷ୍ଟା କରିବ? ମୁଁ ଗୋଟିଏ ନଇଁ ପଡ଼ିଥିବା କାନ୍ଥ ଓ ଟଳମଳ ପ୍ରାଚୀର ତୁଲ୍ୟ। ମୁଁ ଜଣେ ଉଚ୍ଚ ପଦାଧିକାରୀ ତଥାପି ଲୋକମାନେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?
Odia IRV 2017 (ଓଡିଆ ବାଇବେଲ)
ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ?