Psalms 62:4 — Compare Translations

5 translations compared side by side

Odia - 1840
"ମାରେ ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ଯକ୍ତିମାନେ ମାେତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କଥା କହି ଆନନ୍ଦିତ ହୁଅନ୍ତି। ସମାନେେ ସର୍ବସାଧାରଣରେ ମାରେ ବିଷଯରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଶାପ ଦିଅନ୍ତି । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ମୋର ପ୍ରଭାବଶାଳୀ ପଦବୀ ସଂପନ୍ନ ବ୍ୟକ୍ତିମାନେ ମୋତେ ତଳକୁ ଆଣିବା ପାଇଁ ଯୋଜନା କରନ୍ତି। ସେମାନେ ମୋ’ ବିଷୟରେ ମିଥ୍ୟା କଥା କହି ଆନନ୍ଦିତ ହୁଅନ୍ତି। ସେମାନେ ସର୍ବସାଧାରଣରେ ମୋର ବିଷୟରେ ଭଲ କହନ୍ତି, କିନ୍ତୁ ଅନ୍ତରରେ ଅଭିଶାପ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। [ସେଲା]