Psalms 62:6 — Compare Translations

5 translations compared side by side

Odia - 1840
"ହଁ, ସତରେ ପରମେଶ୍ବର ହେଉଛନ୍ତି ମାରେ ଶୈଳ, ୟିଏକି ମାେତେ ସୁରକ୍ଷିତ ରଖନ୍ତି। ପରମେଶ୍ବର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମାରେ ଦୁର୍ଗ। ମୁଁ ଧ୍ବଂସରୁ ନିରାପଦ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ସତରେ ପରମେଶ୍ୱର ହେଉଛନ୍ତି ମୋର ଶୈଳ, ଯିଏକି ମୋତେ ସୁରକ୍ଷିତ ରଖନ୍ତି। ପରମେଶ୍ୱର ହେଉଛନ୍ତି ଉଚ୍ଚତମ ପର୍ବତରେ ଥିବା ମୋର ଦୁର୍ଗ। ମୁଁ ଧ୍ୱଂସରୁ ନିରାପଦ ରହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
Odia IRV 2017 (ଓଡିଆ ବାଇବେଲ)
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।