Psalms 62:7 — Compare Translations
5 translations compared side by side
Odia - 1840
"ମାରେ ଗୌରବ ଓ ବିଜଯ ପରମେଶ୍ବରଙ୍କଠାରୁ ଆସେ। ସେ ମାରେ ଦୃଢ଼ ଦୁର୍ଗ। ପରମେଶ୍ବର ହିଁ ମାରେ ନିରାପଦ ସ୍ଥାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ଵରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ଵରଙ୍କ-ଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଗୌରବ ଓ ବିଜୟ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ହିଁ ମୋର ନିରାପଦ ସ୍ଥାନ, ସେ ମୋର ଦୃଢ଼ ଦୁର୍ଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋʼ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
Odia IRV 2017 (ଓଡିଆ ବାଇବେଲ)
ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।