Psalms 62:8 — Compare Translations

5 translations compared side by side

Odia - 1840
"ହେ ଲୋକମାନେ! ସବୁକାଳେ ପରମେଶ୍ବରଙ୍କଠାରେ ନିର୍ଭର କର। ପରମେଶ୍ବରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ବର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରଯସ୍ଥଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ଵର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ । [ସେଲା
Odia Bible ERV 2004 (ପବିତ୍ର ବାଇବଲ)
ହେ ଲୋକମାନେ! ସବୁକାଳେ ପରମେଶ୍ୱରଙ୍କଠାରେ ନିର୍ଭର କର। ପରମେଶ୍ୱରଙ୍କଠାରେ ତୁମ୍ଭର ଅସୁବିଧା କଥା ଭାଙ୍ଗି କୁହ। ପରମେଶ୍ୱର ହେଉଛନ୍ତି ଆମ୍ଭର ନିରାପଦ ଆଶ୍ରୟସ୍ଥଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ।
Odia IRV 2017 (ଓଡିଆ ବାଇବେଲ)
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। [ସେଲା]