Psalms 62:9 — Compare Translations
5 translations compared side by side
Odia - 1840
"ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେସମସ୍ତେ ଅସାରରୁ ଲଘୁ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରକୃତରେ, ଲୋକମାନେ ସାହାଯ୍ୟ କରି ପାରିବେ ନାହିଁ। ତୁମ୍ଭେ ସେମାନଙ୍କ ଉପରେ ଭରସା କରି ପାରିବ ନାହିଁ। ଯେତେବେଳେ ସେମାନେ ନିକିତିରେ ଓଜନ ହୁଅନ୍ତି, ସେମାନଙ୍କ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
Odia IRV 2017 (ଓଡିଆ ବାଇବେଲ)
ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।