Psalms 63:1 — Compare Translations

5 translations compared side by side

Odia - 1840
"ହେ ପରମେଶ୍ବର, ତୁମ୍ଭେ ମାରେ ପରମେଶ୍ବର। ମୁଁ ତୁମ୍ଭକୁ ବହୁତ ଚାହୁଁଛି। ମାରେ ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ଯ ତୃଷାର୍ତ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ । ହେ ପରମେଶ୍ଵର, ତୁମ୍ଭେ ମୋହର ପରମେଶ୍ଵର; ଯନିରେ ମୁଁ ତୁମ୍ଭର ଅନ୍ଵେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଏକ ଗୀତ, ସେ ଯିହୁଦା ମରୁଭୂମିରେ ଥିବା ବେଳେ ରଚିତ। ହେ ପରମେଶ୍ୱର, ତୁମ୍ଭେ ମୋର ପରମେଶ୍ୱର। ମୁଁ ତୁମ୍ଭକୁ ବହୁତ ଗ୍ଭହୁଁଛି। ମୋର ସମସ୍ତ ପ୍ରାଣ ତୁମ୍ଭ ପାଇଁ ଶୁଷ୍କ ଭୂମି ତୁଲ୍ୟ ତୃଷାର୍ତ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋʼ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋʼ ଶରୀର ତୁମ୍ଭ ପାଇଁ ଲାଳସା କରେ।
Odia IRV 2017 (ଓଡିଆ ବାଇବେଲ)
ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ।