Psalms 63:10 — Compare Translations
5 translations compared side by side
Odia - 1840
"ସମାନଙ୍କେୁ ଖଡ୍ଗରେ ହତ୍ଯା କରାୟିବ। ସମାନଙ୍କେର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଖଡ଼୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କୁ ଖଡ଼୍ଗରେ ହତ୍ୟା କରାଯିବ। ସେମାନଙ୍କର ଶବକୁ ଜଙ୍ଗଲି ଶୃଗାଳ ଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।