Psalms 63:11 — Compare Translations
5 translations compared side by side
Odia - 1840
"କିନ୍ତୁ ରାଜା ପରମେଶ୍ବରଙ୍କଠାରେ ଆନନ୍ଦ କରିବେ। ଯେଉଁମାନେ ପରମେଶ୍ବରଙ୍କ ନାମରେ ଶପଥ କରନ୍ତି, ସମାନେେ ଆନନ୍ଦିତ ହବେେ କାରଣ ମିଥ୍ଯାବାଦୀମାନଙ୍କର ମୁଖ ବନ୍ଦ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରାଜା ପରମେଶ୍ଵରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ। ଯେଉଁମାନେ ପରମେଶ୍ୱରଙ୍କ ନାମରେ ଶପଥ କରନ୍ତି, ସେମାନେ ଆନନ୍ଦିତ ହେବେ କାରଣ ମିଥ୍ୟାବାଦୀମାନଙ୍କର ମୁଖ ବନ୍ଦ ହୋଇଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।