Psalms 63:2 — Compare Translations

5 translations compared side by side

Odia - 1840
"ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି। ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି। ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
Odia IRV 2017 (ଓଡିଆ ବାଇବେଲ)
ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।