Psalms 63:3 — Compare Translations

5 translations compared side by side

Odia - 1840
"ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ। ମାରେ ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ। ମୋର ଓଷ୍ଠାଧର ତୁମ୍ଭର ପ୍ରଶଂସା ଗାନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।