Psalms 63:4 — Compare Translations
5 translations compared side by side
Odia - 1840
"ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡ଼ାକି ପ୍ରାର୍ଥନା କଲା ସମଯରେ ମାରେ ହସ୍ତ ଉଠାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
Odia Bible ERV 2004 (ପବିତ୍ର ବାଇବଲ)
ହଁ, ମୁଁ ଜୀବନସାରା ତୁମ୍ଭର ପ୍ରଶଂସା କରିବି। ମୁଁ ତୁମ୍ଭର ନାମ ଡାକି ପ୍ରାର୍ଥନା କରିବା ସମୟରେ ମୋର ହସ୍ତ ଉଠାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;